28ଅବ୍ରହାମଙ୍କର ପୁତ୍ର ଇସ୍ହାକ ଓ ଇଶ୍ମାୟେଲ।
29ଏମାନଙ୍କର ବଂଶାବଳୀ ଏହି; ଇଶ୍ମାୟେଲର ପ୍ରଥମଜାତ ନବାୟୋତ୍; ତହିଁ ଉତ୍ତାରେ କେଦାର, ଅଦ୍ବେଲ, ମିବ୍ସମ୍, ମିଶ୍ମା ଓ ଦୂମା, ମସା;
30ହଦଦ୍ ଓ ତେମା, ଯିଟୁର, ନାଫୀଶ୍ ଓ କେଦମା;
31ଏମାନେ ଇଶ୍ମାୟେଲର ସନ୍ତାନ ଥିଲେ।
32ଅବ୍ରହାମଙ୍କର ଉପପତ୍ନୀ କଟୂରାର ସନ୍ତାନଗଣ ଏହି; ସେ ସିମ୍ରନ୍, ଯକ୍ଷନ୍, ମଦାନ୍, ମିଦୀୟନ, ଯିଶ୍ବକ ଓ ଶୂହକୁ ଜାତ କଲା। ଆଉ ଯକ୍ଷନ୍ର ସନ୍ତାନ ଶିବା ଓ ଦଦାନ।