ପ୍ରଥମ ବଂଶାବଳୀ 1

ଏମାନେ ଇଶ୍ମାୟେଲର ସନ୍ତାନ ଥିଲେ।

1 Chronicles 1:31 (UKJV) Jetur, Naphish, and Kedemah. These are the sons of Ishmael.

29ଏମାନଙ୍କର ବଂଶାବଳୀ ଏହି; ଇଶ୍ମାୟେଲର ପ୍ରଥମଜାତ ନବାୟୋତ୍‍; ତହିଁ ଉତ୍ତାରେ କେଦାର, ଅଦ୍‍ବେଲ, ମିବ୍‍ସମ୍‍, ମିଶ୍ମା ଓ ଦୂମା, ମସା;

30ହଦଦ୍‍ ଓ ତେମା, ଯିଟୁର, ନାଫୀଶ୍‍ ଓ କେଦମା;

31ଏମାନେ ଇଶ୍ମାୟେଲର ସନ୍ତାନ ଥିଲେ।

32ଅବ୍ରହାମଙ୍କର ଉପପତ୍ନୀ କଟୂରାର ସନ୍ତାନଗଣ ଏହି; ସେ ସିମ୍ରନ୍‍, ଯକ୍‍ଷନ୍‍, ମଦାନ୍‍, ମିଦୀୟନ, ଯିଶ୍‍ବକ ଓ ଶୂହକୁ ଜାତ କଲା। ଆଉ ଯକ୍‍ଷନ୍‍ର ସନ୍ତାନ ଶିବା ଓ ଦଦାନ।

33ଆଉ ମିଦୀୟନର ସନ୍ତାନ ଐଫା, ଏଫର, ହନୋକ, ଅବୀଦ ଓ ଇଲଦାୟା, ଏସମସ୍ତେ କଟୂରାର ସନ୍ତାନ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.