ପ୍ରଥମ ବଂଶାବଳୀ 1

ଅନାର ପୁତ୍ର ଦିଶୋନ୍‍। ଆଉ ଦିଶୋନ୍‍ର ପୁତ୍ର ହମ୍ରଣ, ଇଶବନ୍‍, ଯିତ୍ରନ୍‍ ଓ କରାନ୍‍।

1 Chronicles 1:41 (UKJV) The sons of Anah; Dishon. And the sons of Dishon; Amram, and Eshban, and Ithran, and Cheran.

39ଲୋଟନ୍‍ର ସନ୍ତାନ ହୋରି, ହୋମମ୍‍ ଓ ତିମ୍ନା ଲୋଟନ୍‍ର ଭଗିନୀ ଥିଲା।

40ଶୋବଲ୍‍ର ସନ୍ତାନ ଅଲୀୟନ୍‍, ମାନହତ୍‍, ଏବଲ୍‍, ଶଫୀ ଓ ଓନମ୍‍। ଆଉ ସିବୀୟୋନ୍‍ର ପୁତ୍ର ଅୟା ଓ ଅନା।

41ଅନାର ପୁତ୍ର ଦିଶୋନ୍‍। ଆଉ ଦିଶୋନ୍‍ର ପୁତ୍ର ହମ୍ରଣ, ଇଶବନ୍‍, ଯିତ୍ରନ୍‍ ଓ କରାନ୍‍।

42ଏତ୍ସରର ପୁତ୍ର ବିଲ୍‍ହନ୍‍ ଓ ସାବନ୍‍, ଯାକନ୍‍। ଦୀଶନ୍‍ର ପୁତ୍ର ଊଷ୍‍ ଓ ଅରାନ୍‍।

43ଇସ୍ରାଏଲ-ସନ୍ତାନଗଣ ଉପରେ କୌଣସି ରାଜା ରାଜତ୍ୱ କରିବା ପୂର୍ବେ ଏହିସବୁ ରାଜା ଇଦୋମ ଦେଶରେ ରାଜତ୍ୱ କରିଥିଲେ; ବିୟୋରର ପୁତ୍ର ବେଲା; ତାଙ୍କର ନଗରର ନାମ ଦିନ୍‍ହାବା ଥିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.