5ଯେଫତ୍ର ସନ୍ତାନ ଗୋମର, ମାଗୋଗ୍, ମାଦୟ, ଯବନ, ତୁବଲ୍, ମେଶକ୍ ଓ ତୀରସ୍ ଥିଲେ।
6ପୁଣି, ଗୋମରର ସନ୍ତାନ ଅସ୍କିନସ୍, ଦୀଫତ୍ ଓ ତୋଗର୍ମା ଥିଲେ।
7ଆଉ, ଯବନର ସନ୍ତାନ ଇଲୀଶା, ତର୍ଶୀଶ, କିତ୍ତୀମ ଓ ରୋଦାନିମ୍ ଥିଲେ।
8ହାମର ସନ୍ତାନ କୂଶ, ମିସର, ପୂଟ୍ ଓ କିଣାନ ଥିଲେ।
9ପୁଣି, କୂଶର ସନ୍ତାନ ସବା, ହବୀଲା, ସପ୍ତା, ରୟମା ଓ ସପ୍ତକା ଥିଲେ। ରୟମାର ସନ୍ତାନ ଶିବା ଓ ଦଦାନ।