30ନଟୋଫାତୀୟ ମହରୟ, ନଟୋଫାତୀୟ ବାନାର ପୁତ୍ର ହେଲଦ୍;
31ବିନ୍ୟାମୀନ୍-ସନ୍ତାନଗଣର ଗିବୀୟା ନିବାସୀ ରୀବୟର ପୁତ୍ର ଇତ୍ତୟ, ପିରୀୟାଥୋନୀୟ ବନାୟ;
32ଗାଶ୍-ନଦୀତୀର ନିବାସୀ ହୂରୟ, ଅର୍ବତୀୟ ଅବୀୟେଲ;
33ବାହାରୁମୀୟ ଅସ୍ମାବତ୍, ଶାଲ୍ବୋନୀୟ ଇଲୀୟହବା;
34ଗିଷୋନୀୟ ହାଷେମ୍ର ପୁତ୍ରଗଣ, ହରାରୀୟ ଶାଗିର ପୁତ୍ର ଯୋନାଥନ;