39ଅମ୍ମୋନୀୟ ସେଲକ୍, ସରୁୟାର ପୁତ୍ର ଯୋୟାବର ଅସ୍ତ୍ରବାହକ ବେରୋତୀୟ ନହରୟ;
40ଯିତ୍ରୀୟ ଈରା ଓ ଗାରେବ୍;
41ହିତ୍ତୀୟ ଊରୀୟ, ଅହଲୟର ପୁତ୍ର ସାବଦ୍,
42ରୁବେନୀୟ ଶୀଷାର ପୁତ୍ର ଅଦୀନା, ଏ ରୁବେନୀୟମାନଙ୍କର ଜଣେ ପ୍ରଧାନ ଥିଲା ଓ ତାହା ସଙ୍ଗେ ତିରିଶ ଜଣ ଥିଲେ;
43ମାଖାର ପୁତ୍ର ହାନନ୍, ମିତ୍ନୀୟ ଯୋଶାଫଟ୍;