40ଯିତ୍ରୀୟ ଈରା ଓ ଗାରେବ୍;
41ହିତ୍ତୀୟ ଊରୀୟ, ଅହଲୟର ପୁତ୍ର ସାବଦ୍,
42ରୁବେନୀୟ ଶୀଷାର ପୁତ୍ର ଅଦୀନା, ଏ ରୁବେନୀୟମାନଙ୍କର ଜଣେ ପ୍ରଧାନ ଥିଲା ଓ ତାହା ସଙ୍ଗେ ତିରିଶ ଜଣ ଥିଲେ;
43ମାଖାର ପୁତ୍ର ହାନନ୍, ମିତ୍ନୀୟ ଯୋଶାଫଟ୍;
44ଅଷ୍ଟାରୋତୀୟ ଉଷୀଅ; ଅରୋୟେରୀୟ ହୋଥମ୍ର ପୁତ୍ର ଶାମ୍ ଓ ଯିୟୀୟେଲ୍;