43ମାଖାର ପୁତ୍ର ହାନନ୍, ମିତ୍ନୀୟ ଯୋଶାଫଟ୍;
44ଅଷ୍ଟାରୋତୀୟ ଉଷୀଅ; ଅରୋୟେରୀୟ ହୋଥମ୍ର ପୁତ୍ର ଶାମ୍ ଓ ଯିୟୀୟେଲ୍;
45ଶିମ୍ରିର ପୁତ୍ର ଯିଦୀୟେଲ ଓ ତାହାର ଭ୍ରାତା ତୀଷୀୟ ଯୋହା;
46ମହବୀୟ, ଇଲୀୟେଲ୍, ଇଲ୍ନାମର ପୁତ୍ର ଯିରୀବୟ ଓ ଯୋଶବୀୟ, ଆଉ ମୋୟାବୀୟ ଯିତ୍ମା;
47ଇଲୀୟେଲ୍, ଓବେଦ୍ ଓ ମସୋବାୟୀୟ ଯାସୀୟେଲ୍।