ପ୍ରଥମ ବଂଶାବଳୀ 12

ଦଶମ ଯିରିମୀୟ, ଏକାଦଶ ମଗ୍‍ବନ୍ନୟ।

1 Chronicles 12:13 (UKJV) Jeremiah the tenth, Machbanai the eleventh.

11ଷଷ୍ଠ ଅତ୍ତୟ, ସପ୍ତମ ଇଲୀୟେଲ୍‍;

12ଅଷ୍ଟମ ଯୋହାନନ୍‍, ନବମ ଇଲ୍ସାବଦ୍‍;

13ଦଶମ ଯିରିମୀୟ, ଏକାଦଶ ମଗ୍‍ବନ୍ନୟ।

14ଗାଦ୍‍ର ଏହି ସନ୍ତାନମାନେ ସେନାପତି ଥିଲେ, ଏମାନଙ୍କ ମଧ୍ୟରେ ଯେଉଁ ଜଣ କ୍ଷୁଦ୍ର, ସେ ଏକ ଶତ ଲୋକର ଓ ଯେ ମହାନ, ସେ ଏକ ସହସ୍ର ଲୋକର ସମାନ ଥିଲା।

15ଏମାନେ ପ୍ରଥମ ମାସରେ ଯର୍ଦ୍ଦନର ଜଳ ସମସ୍ତ ତୀର ଉପରେ ଉଚ୍ଛୁଳିବା ସମୟରେ ନଦୀ ପାର ହୋଇ ଯାଇଥିଲେ; ଆଉ ସେମାନେ ଉପତ୍ୟକା ସମୂହର ପୂର୍ବ ଓ ପଶ୍ଚିମ ଦିଗ ନିବାସୀମାନଙ୍କୁ ତଡ଼ି ଦେଇଥିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.