ପ୍ରଥମ ବଂଶାବଳୀ 12

ଆଉ ଗଦୋର ନିବାସୀ ଯିରୋହମର ପୁତ୍ର ଯୋୟେଲା ଓ ସବଦୀୟ।

1 Chronicles 12:7 (UKJV) And Joelah, and Zebadiah, the sons of Jeroham of Gedor.

5ଇଲିୟଷୟ, ଯିରେମୋତ୍‍, ବାଲୀୟା, ଶେମରୀୟ, ହରୂଫୀୟ ଶଫଟୀୟ;

6କୋରହୀୟ ଇଲ୍‍କାନା, ଯିଶୀୟ, ଅସରେଲ୍‍, ଯୋୟେଷର୍‍, ଯାଶ୍‍ବୀୟାମ୍‍;

7ଆଉ ଗଦୋର ନିବାସୀ ଯିରୋହମର ପୁତ୍ର ଯୋୟେଲା ଓ ସବଦୀୟ।

8ଆଉ ଗାଦୀୟମାନଙ୍କ ମଧ୍ୟରୁ କେତେକ ଲୋକ ପୃଥକ ହୋଇ ପ୍ରାନ୍ତରସ୍ଥିତ ଦୁର୍ଗ-ସ୍ଥାନକୁ ଦାଉଦଙ୍କ ନିକଟକୁ ଆସିଲେ; ସେମାନେ ମହାବିକ୍ରମଶାଳୀ, ଢାଲ ଓ ବର୍ଚ୍ଛାଧାରୀ, ଯୁଦ୍ଧାର୍ଥେ ଶିକ୍ଷିତ ଲୋକ; ସେମାନଙ୍କ ମୁଖ ସିଂହ-ମୁଖ ତୁଲ୍ୟ ଓ ସେମାନେ ପର୍ବତସ୍ଥ ହରିଣ ତୁଲ୍ୟ ଦ୍ରୁତଗାମୀ।

9ପ୍ରଥମ ଏସର୍‍, ଦ୍ୱିତୀୟ ଓବଦୀୟ, ତୃତୀୟ ଇଲୀୟାବ୍‍,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.