ପ୍ରଥମ ବଂଶାବଳୀ 12

ପ୍ରଥମ ଏସର୍‍, ଦ୍ୱିତୀୟ ଓବଦୀୟ, ତୃତୀୟ ଇଲୀୟାବ୍‍,

1 Chronicles 12:9 (UKJV) Ezer the first, Obadiah the second, Eliab the third,

7ଆଉ ଗଦୋର ନିବାସୀ ଯିରୋହମର ପୁତ୍ର ଯୋୟେଲା ଓ ସବଦୀୟ।

8ଆଉ ଗାଦୀୟମାନଙ୍କ ମଧ୍ୟରୁ କେତେକ ଲୋକ ପୃଥକ ହୋଇ ପ୍ରାନ୍ତରସ୍ଥିତ ଦୁର୍ଗ-ସ୍ଥାନକୁ ଦାଉଦଙ୍କ ନିକଟକୁ ଆସିଲେ; ସେମାନେ ମହାବିକ୍ରମଶାଳୀ, ଢାଲ ଓ ବର୍ଚ୍ଛାଧାରୀ, ଯୁଦ୍ଧାର୍ଥେ ଶିକ୍ଷିତ ଲୋକ; ସେମାନଙ୍କ ମୁଖ ସିଂହ-ମୁଖ ତୁଲ୍ୟ ଓ ସେମାନେ ପର୍ବତସ୍ଥ ହରିଣ ତୁଲ୍ୟ ଦ୍ରୁତଗାମୀ।

9ପ୍ରଥମ ଏସର୍‍, ଦ୍ୱିତୀୟ ଓବଦୀୟ, ତୃତୀୟ ଇଲୀୟାବ୍‍,

10ଚତୁର୍ଥ ମିଶ୍ମନ୍ନା, ପଞ୍ଚମ ଯିରିମୀୟ,

11ଷଷ୍ଠ ଅତ୍ତୟ, ସପ୍ତମ ଇଲୀୟେଲ୍‍;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.