5ୟିଭର, ଇଲୀଶୂୟ, ଇଲ୍ପେଲଟ୍,
6ନୋଗହ, ନେଫଗ୍, ଯାଫୀୟ,
7ଇଲୀଶାମା, ବୀଲୀୟାଦା ଓ ଇଲୀଫେଲଟ୍।
8ଏଉତ୍ତାରେ ଦାଉଦ ସମୁଦାୟ ଇସ୍ରାଏଲ ଉପରେ ରାଜାଭିଷିକ୍ତ ହୋଇଅଛନ୍ତି, ଏହା ପଲେଷ୍ଟୀୟମାନେ ଶୁଣନ୍ତେ, ସମସ୍ତ ପଲେଷ୍ଟୀୟ ଲୋକ ଦାଉଦଙ୍କୁ ଅନ୍ୱେଷଣ କରିବାକୁ ଗଲେ; ତହୁଁ ଦାଉଦ ତାହା ଶୁଣି ସେମାନଙ୍କ ବିରୁଦ୍ଧରେ ବାହାରିଲେ।
9ଏହି ସମୟରେ ପଲେଷ୍ଟୀୟମାନେ ରଫାୟୀମ ତଳଭୂମିରେ ଚଢ଼ାଉ କରିଥିଲେ।