ପ୍ରଥମ ବଂଶାବଳୀ 16

ସଦାପ୍ରଭୁ କହିଲେ, “ଆମ୍ଭେ ତୁମ୍ଭମାନଙ୍କ ଅଧିକାରର ବାଣ୍ଟ ସେହି କିଣାନ ଦେଶ ତୁମ୍ଭକୁ ଦେବା;”

1 Chronicles 16:18 (UKJV) Saying, Unto you will I give the land of Canaan, the lot of your inheritance;

16ସେହି ନିୟମ ସେ ଅବ୍ରହାମଙ୍କ ସଙ୍ଗେ କରିଥିଲେ ଓ ସେହି ଶପଥ ସେ ଇସ୍‌ହାକଙ୍କ ପ୍ରତି କରିଥିଲେ;

17ପୁଣି, ସେ ତାହା ବିଧି ରୂପେ ଯାକୁବଙ୍କ ପ୍ରତି ଅନନ୍ତକାଳୀନ ନିୟମ ରୂପେ ଇସ୍ରାଏଲ ପ୍ରତି ସ୍ଥିର କଲେ।

18ସଦାପ୍ରଭୁ କହିଲେ, “ଆମ୍ଭେ ତୁମ୍ଭମାନଙ୍କ ଅଧିକାରର ବାଣ୍ଟ ସେହି କିଣାନ ଦେଶ ତୁମ୍ଭକୁ ଦେବା;”

19ସେହି ସମୟରେ ତୁମ୍ଭେମାନେ କେବଳ ଅଳ୍ପସଂଖ୍ୟକ, ଅତି ଅଳ୍ପ ଲୋକ ଓ ତହିଁ ମଧ୍ୟରେ ପ୍ରବାସୀ ଥିଲ;

20ଆଉ ସେମାନେ ଏକ ଗୋଷ୍ଠୀରୁ ଅନ୍ୟ ଗୋଷ୍ଠୀ ଓ ଏକ ରାଜ୍ୟରୁ ଅନ୍ୟ ଲୋକମାନଙ୍କ ନିକଟକୁ ଭ୍ରମଣ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.