1ଏଥିଉତ୍ତାରେ ଦାଉଦ ଆପଣା ଗୃହରେ ବାସ କରୁଥିବା ବେଳେ ସେ ନାଥନ ଭବିଷ୍ୟଦ୍ବକ୍ତାଙ୍କୁ କହିଲେ, “ଦେଖ, ମୁଁ ଏରସ କାଷ୍ଠନିର୍ମିତ ଗୃହରେ ବାସ କରୁଅଛି, ମାତ୍ର ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଯବନିକା ମଧ୍ୟରେ ବାସ କରୁଅଛି।”
2ତହିଁରେ ନାଥନ ଦାଉଦଙ୍କୁ କହିଲେ, “ତୁମ୍ଭ ହୃଦୟରେ ଯାହା ଅଛି, ତାହାସବୁ କର; କାରଣ ପରମେଶ୍ୱର ତୁମ୍ଭ ସଙ୍ଗରେ ଅଛନ୍ତି।”
3ଏଉତ୍ତାରେ ସେହି ରାତ୍ରିରେ ପରମେଶ୍ୱରଙ୍କ ବାକ୍ୟ ନାଥନଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,