8ପୁଣି, ଏଥନ୍ର ପୁତ୍ର ଅସରୀୟା।
9ଆଉ ହିଷ୍ରୋଣର ଔରସଜାତ ପୁତ୍ର ଯିରହମେଲ ଓ ରାମ୍ ଓ କାଲୁବାୟ,
10ପୁଣି, ରାମ୍ ଅମ୍ମୀନାଦବକୁ ଜାତ କଲା; ପୁଣି, ଅମ୍ମୀନାଦବ ଯିହୁଦା-ସନ୍ତାନଗଣର ଅଧିପତି ନହଶୋନକୁ ଜାତ କଲା।
11ଆଉ ନହଶୋନ ସଲ୍ମାକୁ ଜାତ କଲା ଓ ସଲ୍ମା ବୋୟଜକୁ ଜାତ କଲା;
12ବୋୟଜ ଓବେଦ୍କୁ ଜାତ କଲା, ଓବେଦ୍ ଯିଶୀକୁ ଜାତ କଲା।