ପ୍ରଥମ ବଂଶାବଳୀ 2

ଆଉ ଓନମର ପୁତ୍ର ଶମ୍ମୟ ଓ ଯାଦା; ଆଉ ଶମ୍ମୟର ପୁତ୍ର ନାଦବ୍‍ ଓ ଅବୀଶୂର।

1 Chronicles 2:28 (UKJV) And the sons of Onam were, Shammai, and Jada. And the sons of Shammai; Nadab and Abishur.

26ପୁଣି, ଯିରହମେଲର ଅନ୍ୟ ଏକ ଭାର୍ଯ୍ୟା ଥିଲା, ତାହାର ନାମ ଅଟାରା; ସେ ଓନମର ମାତା।

27ଆଉ ଯିରହମେଲର ପ୍ରଥମଜାତ ରାମ୍‍ର ପୁତ୍ର ମାଷ୍‍, ଯାମୀନ୍‍ ଓ ଏକର।

28ଆଉ ଓନମର ପୁତ୍ର ଶମ୍ମୟ ଓ ଯାଦା; ଆଉ ଶମ୍ମୟର ପୁତ୍ର ନାଦବ୍‍ ଓ ଅବୀଶୂର।

29ଅବୀଶୂରର ଭାର୍ଯ୍ୟାର ନାମ ଅବୀହୟିଲ ଓ ସେ ତାହାର ଔରସରେ ଅହବାନ୍‍ ଓ ମୋଲୀଦକୁ ଜାତ କଲା।

30ପୁଣି, ନାଦବ୍‍ର ପୁତ୍ର ସେଲଦ୍‍ ଓ ଅପ୍ପୟିମ୍‍; ମାତ୍ର ସେଲଦ୍‍ ନିଃସନ୍ତାନ ହୋଇ ମଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.