28ଆଉ ଓନମର ପୁତ୍ର ଶମ୍ମୟ ଓ ଯାଦା; ଆଉ ଶମ୍ମୟର ପୁତ୍ର ନାଦବ୍ ଓ ଅବୀଶୂର।
29ଅବୀଶୂରର ଭାର୍ଯ୍ୟାର ନାମ ଅବୀହୟିଲ ଓ ସେ ତାହାର ଔରସରେ ଅହବାନ୍ ଓ ମୋଲୀଦକୁ ଜାତ କଲା।
30ପୁଣି, ନାଦବ୍ର ପୁତ୍ର ସେଲଦ୍ ଓ ଅପ୍ପୟିମ୍; ମାତ୍ର ସେଲଦ୍ ନିଃସନ୍ତାନ ହୋଇ ମଲା।
31ଆଉ ଅପ୍ପୟିମ୍ର ପୁତ୍ର ଈଶୀ, ପୁଣି, ଈଶୀର ପୁତ୍ର ଶେଶନ୍। ଶେଶନ୍ର ପୁତ୍ର ଅହଲୟ।
32ପୁଣି, ଶମ୍ମୟର ଭ୍ରାତା ଯାଦାର ସନ୍ତାନ ଯେଥର ଓ ଯୋନାଥନ; ଯେଥର ନିଃସନ୍ତାନ ହୋଇ ମଲା।