ପ୍ରଥମ ବଂଶାବଳୀ 2

ପୁଣି, ଅତ୍ତୟ ନାଥନକୁ ଜାତ କଲା ଓ ନାଥନ ସାବଦ୍‍କୁ ଜାତ କଲା,

1 Chronicles 2:36 (UKJV) And Attai brings forth Nathan, and Nathan brings forth Zabad,

34ଶେଶନ୍‍ର ପୁତ୍ର ନ ଥିଲେ, କେବଳ କନ୍ୟା ଥିଲେ। ପୁଣି, ଶେଶନ୍‍ର ଜଣେ ମିସରୀୟ ଦାସ ଥିଲା, ତାହାର ନାମ ଯାର୍ହା।

35ଆଉ ଶେଶନ୍‍ ଆପଣା ଦାସ ଯାର୍ହା ସଙ୍ଗେ ଆପଣା କନ୍ୟାକୁ ବିବାହ ଦେଲା; ତହୁଁ ସେ ତାହାର ଔରସରେ ଅତ୍ତୟକୁ ଜାତ କଲା।

36ପୁଣି, ଅତ୍ତୟ ନାଥନକୁ ଜାତ କଲା ଓ ନାଥନ ସାବଦ୍‍କୁ ଜାତ କଲା,

37ସାବଦ୍‍ ଇଫ୍‍ଲଲକୁ ଜାତ କଲା ଓ ଇଫ୍‍ଲଲ ଓବେଦ୍‍କୁ ଜାତ କଲା;

38ଓବେଦ୍‍ ଯେହୂକୁ ଜାତ କଲା ଓ ଯେହୂ ଅସରୀୟକୁ ଜାତ କଲା;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.