ପ୍ରଥମ ବଂଶାବଳୀ 2

ସଲ୍ମାର ସନ୍ତାନଗଣ; ଯଥା, ବେଥଲିହିମ ଓ ନଟୋଫାତୀୟମାନେ, ଅଟ୍ରୋତ୍ବେତ୍‍-ଯୋୟାବ ଓ ମାନହତୀୟମାନଙ୍କ ଅର୍ଦ୍ଧାଂଶ, ସରିୟୀୟମାନେ।

1 Chronicles 2:54 (UKJV) The sons of Salma; Bethlehem, and the Netophathites, Ataroth, the house of Joab, and half of the Manahethites, the Zorites.

52ଆଉ କିରୀୟଥ୍‍-ଯିୟାରୀମ୍‍ର ପିତା ଶୋବଲ୍‍ର ପୁତ୍ରଗଣ ଥିଲେ; ହରାୟା ମନୁହୋଥର ଅର୍ଦ୍ଧାଂଶ।

53ଆଉ କିରୀୟଥ୍‍-ଯିୟାରୀମ୍‍ର ଗୋଷ୍ଠୀ; ଯିତ୍ରୀୟ, ପୂଥୀୟ, ଶୂମାଥୀୟ ଓ ମିଶ୍ରାୟୀୟମାନେ; ଏମାନଙ୍କଠାରୁ ସରାୟୀୟ ଓ ଇଷ୍ଟାୟୋଲୀୟମାନେ ଉତ୍ପନ୍ନ ହେଲେ।

54ସଲ୍ମାର ସନ୍ତାନଗଣ; ଯଥା, ବେଥଲିହିମ ଓ ନଟୋଫାତୀୟମାନେ, ଅଟ୍ରୋତ୍ବେତ୍‍-ଯୋୟାବ ଓ ମାନହତୀୟମାନଙ୍କ ଅର୍ଦ୍ଧାଂଶ, ସରିୟୀୟମାନେ।

55ଆଉ ଯାବେଷ୍‍ ନିବାସୀ ଲେଖକମାନଙ୍କ ଗୋଷ୍ଠୀ, ଯଥା, ତିରିୟାଥୀୟ, ଶିମିୟଥୀୟ, ସୂଖାଥୀୟମାନେ। ଏମାନେ ରେଖବ-ବଂଶର ପୂର୍ବପୁରୁଷ ହମ୍ମତ୍‍ଠାରୁ ଉତ୍ପନ୍ନ କେନୀୟ ଲୋକ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.