ପ୍ରଥମ ବଂଶାବଳୀ 2

ପୁଣି, ଏଥନ୍‍ର ପୁତ୍ର ଅସରୀୟା।

1 Chronicles 2:8 (UKJV) And the sons of Ethan; Azariah.

6ପୁଣି, ସେରହର ସନ୍ତାନ ସିମ୍ରି ଓ ଏଥନ୍‍ ଓ ହେମନ ଓ କଲ୍‍କୋଲ୍‍ ଓ ଦେରା; ସମୁଦାୟ ପାଞ୍ଚ ଜଣ।

7କର୍ମିର ପୁତ୍ର ଆଖର ଇସ୍ରାଏଲର ଦୁଃଖଦାୟକ ଥିଲା, ସେ ବର୍ଜିତ ଦ୍ରବ୍ୟ ବିଷୟରେ ସତ୍ୟ-ଲଙ୍ଘନ କରିଥିଲା।

8ପୁଣି, ଏଥନ୍‍ର ପୁତ୍ର ଅସରୀୟା।

9ଆଉ ହିଷ୍ରୋଣର ଔରସଜାତ ପୁତ୍ର ଯିରହମେଲ ଓ ରାମ୍‍ ଓ କାଲୁବାୟ,

10ପୁଣି, ରାମ୍‍ ଅମ୍ମୀନାଦବକୁ ଜାତ କଲା; ପୁଣି, ଅମ୍ମୀନାଦବ ଯିହୁଦା-ସନ୍ତାନଗଣର ଅଧିପତି ନହଶୋନକୁ ଜାତ କଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.