1ଦ୍ୱାରପାଳମାନଙ୍କ ପାଳି ପାଇଁ କୋରହୀୟମାନଙ୍କ ମଧ୍ୟରୁ ଆସଫ-ବଂଶଜାତ କୋରିର ପୁତ୍ର ମଶେଲିମୀୟ ଥିଲା।
2ମଶେଲିମୀୟର ପୁତ୍ର ଥିଲେ; ପ୍ରଥମଜାତ ଜିଖରୀୟ, ଦ୍ୱିତୀୟ ଯିଦୀୟେଲ, ତୃତୀୟ ସବଦୀୟ, ଚତୁର୍ଥ ଯତ୍ନୀୟେଲ,
3ପଞ୍ଚମ ଏଲମ୍, ଷଷ୍ଠ ଯିହୋହାନନ୍, ସପ୍ତମ ଇଲୀହୋଐନୟ।
4ପୁଣି, ଓବେଦ୍-ଇଦୋମର ପୁତ୍ର ଥିଲେ ପ୍ରଥମଜାତ ଶମୟୀୟ, ଦ୍ୱିତୀୟ ଯିହୋଷାବଦ୍, ତୃତୀୟ ଯୋୟାହ, ଚତୁର୍ଥ ସାଖର, ପଞ୍ଚମ ନଥନେଲ;