ପ୍ରଥମ ବଂଶାବଳୀ 27

ସବୂଲୂନ ବଂଶ ମଧ୍ୟରେ ଓବଦୀୟର ପୁତ୍ର ଯିଶ୍ମୟୀୟ; ନପ୍ତାଲି ବଂଶ ମଧ୍ୟରେ ଅସ୍ରୀୟେଲର ପୁତ୍ର ଯିରେମୋତ୍‍।

1 Chronicles 27:19 (UKJV) Of Zebulun, Ishmaiah the son of Obadiah: of Naphtali, Jerimoth the son of Azriel:

17ଲେବୀ-ବଂଶ ମଧ୍ୟରେ କମୂୟେଲର ପୁତ୍ର ହଶବୀୟ; ହାରୋଣ-ବଂଶ ମଧ୍ୟରେ ସାଦୋକ।

18ଯିହୁଦା ବଂଶ ମଧ୍ୟରେ ଦାଉଦଙ୍କର ଜଣେ ଭ୍ରାତା ଇଲୀହୂ; ଇଷାଖର ବଂଶ ମଧ୍ୟରେ ମୀଖାୟେଲର ପୁତ୍ର ଅମ୍ରି।

19ସବୂଲୂନ ବଂଶ ମଧ୍ୟରେ ଓବଦୀୟର ପୁତ୍ର ଯିଶ୍ମୟୀୟ; ନପ୍ତାଲି ବଂଶ ମଧ୍ୟରେ ଅସ୍ରୀୟେଲର ପୁତ୍ର ଯିରେମୋତ୍‍।

20ଇଫ୍ରୟିମ-ସନ୍ତାନଗଣ ମଧ୍ୟରେ ଅସସୀୟର ପୁତ୍ର ହୋଶେୟ; ମନଃଶିର ଅର୍ଦ୍ଧ ବଂଶ ମଧ୍ୟରେ ପଦାୟର ପୁତ୍ର ଯୋୟେଲ।

21ଗିଲୀୟଦସ୍ଥ ମନଃଶିର ଅର୍ଦ୍ଧ ବଂଶ ମଧ୍ୟରେ ଜିଖରୀୟର ପୁତ୍ର ଇଦ୍ଦୋ; ବିନ୍ୟାମୀନ୍ ବଂଶ ମଧ୍ୟରେ ଅବ୍‍ନରର ପୁତ୍ର ଯାସୀୟେଲ୍‍।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.