ପ୍ରଥମ ବଂଶାବଳୀ 29

ତହିଁ ସଙ୍ଗେ ତାଙ୍କର ରାଜ୍ୟ ଶାସନ ଓ ତାଙ୍କର ପରାକ୍ରମ, ପୁଣି, ତାଙ୍କ ଉପରେ ଓ ଇସ୍ରାଏଲ ଉପରେ ଓ ନାନା ଦେଶୀୟ ସମସ୍ତ ରାଜ୍ୟ ଉପରେ ଯାହା ଯାହା ଘଟିଲା, ସେସବୁର ବିବରଣ ଲେଖାଅଛି।

1 Chronicles 29:30 (UKJV) With all his reign and his might, and the times that went over him, and over Israel, and over all the kingdoms of the countries.

28ତହିଁ ଉତ୍ତାରେ ସେ ଆୟୁଷ, ଧନ ଓ ସମ୍ଭ୍ରମରେ ପରିପୂର୍ଣ୍ଣ ହୋଇ ଉତ୍ତମ ବୃଦ୍ଧାବସ୍ଥାରେ ମଲେ; ପୁଣି, ତାଙ୍କ ପୁତ୍ର ଶଲୋମନ ତାଙ୍କ ପଦରେ ରାଜ୍ୟ କଲେ।

29ଏହି ଦାଉଦ ରାଜାଙ୍କର ପ୍ରଥମ ଓ ଶେଷ କ୍ରିୟାସବୁ, ଦେଖ, ଶାମୁୟେଲ ଦର୍ଶକର ଇତିହାସରେ ଓ ନାଥନ ଭବିଷ୍ୟଦ୍‍ବକ୍ତାଙ୍କର ଇତିହାସରେ ଓ ଗାଦ୍‍ ଦର୍ଶକର ଇତିହାସରେ ଲିଖିତ ଅଛି;

30ତହିଁ ସଙ୍ଗେ ତାଙ୍କର ରାଜ୍ୟ ଶାସନ ଓ ତାଙ୍କର ପରାକ୍ରମ, ପୁଣି, ତାଙ୍କ ଉପରେ ଓ ଇସ୍ରାଏଲ ଉପରେ ଓ ନାନା ଦେଶୀୟ ସମସ୍ତ ରାଜ୍ୟ ଉପରେ ଯାହା ଯାହା ଘଟିଲା, ସେସବୁର ବିବରଣ ଲେଖାଅଛି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.