13କନସର ପୁତ୍ର ଅତ୍ନୀୟେଲର ଓ ସରାୟ; ଅତ୍ନୀୟେଲର ପୁତ୍ରମାନେ; ହଥତ୍।
14ମିୟୋନୋଥୟ ଅଫ୍ରାକୁ ଜାତ କଲା; ପୁଣି, ସରାୟ ଗିହରଷୀୟମାନଙ୍କ ପିତା ଯୋୟାବକୁ ଜାତ କଲା; ଏମାନେ ଶିଳ୍ପକାର ଥିଲେ।
15ଆଉ ଯିଫୁନ୍ନିର ପୁତ୍ର କାଲେବଙ୍କର ସନ୍ତାନଗଣ; ଈରୁ, ଏଲା ଓ ନୟମ; ଆଉ ଏଲାର ସନ୍ତାନଗଣ ଓ କନସ।
16ଯିହଲିଲେର ପୁତ୍ରଗଣ; ସୀଫ୍, ସୀଫା, ତୀରିୟ ଓ ଅସାରେଲ।
17ଆଉ, ଏଜ୍ରାର ପୁତ୍ରଗଣ; ଯେଥର, ମେରଦ୍, ଏଫର ଓ ଯାଲୋନ୍ (ମେରଦ୍ର) ଭାର୍ଯ୍ୟା ମରୀୟମ, ଶମ୍ମୟ ଓ ଇଷ୍ଟିମୋୟର ପିତା ଯିଶ୍ବହକୁ ପ୍ରସବ କଲା।