32ଆଉ, ଗ୍ରାମସୁଦ୍ଧା ଐଟମ୍, ଐନ୍, ରିମ୍ମୋନ୍, ତୋଖେନ୍ ଓ ଆଶନ୍, ଏହି ପାଞ୍ଚ ନଗର;
33ପୁଣି, ବାଲ୍ ପର୍ଯ୍ୟନ୍ତ ଏହି ନଗରର ଚତୁର୍ଦ୍ଦିଗସ୍ଥ ସମସ୍ତ ଗ୍ରାମ ସେମାନଙ୍କର ଥିଲା। ଏହିସବୁ ସେମାନଙ୍କର ନିବାସ ସ୍ଥାନ ଓ ସେମାନଙ୍କ ନିଜର ବଂଶାବଳୀ ଅଛି।
34ଆଉ, ମଶୋବବ୍, ଯମ୍ଲେକ ଓ ଅମତ୍ସୀୟର ପୁତ୍ର ଯୋଶ
35ଓ ଯୋୟେଲ, ପୁଣି, ଅସୀୟେଲର ପ୍ରପୌତ୍ର ସରାୟର ପୌତ୍ର ଯୋଶିବିୟର ପୁତ୍ର ଯେହୂ;
36ଇଲୀୟୋଐନୟ, ଯାକୋବା, ଯିଶୋହାୟ, ଅସାୟ, ଅଦୀୟେଲ, ଯିଶୀମିୟେଲ ଓ ବନାୟ;