ପ୍ରଥମ ବଂଶାବଳୀ 4

ଓ ଯୋୟେଲ, ପୁଣି, ଅସୀୟେଲର ପ୍ରପୌତ୍ର ସରାୟର ପୌତ୍ର ଯୋଶିବିୟର ପୁତ୍ର ଯେହୂ;

1 Chronicles 4:35 (UKJV) And Joel, and Jehu the son of Josibiah, the son of Seraiah, the son of Asiel,

33ପୁଣି, ବାଲ୍‍ ପର୍ଯ୍ୟନ୍ତ ଏହି ନଗରର ଚତୁର୍ଦ୍ଦିଗସ୍ଥ ସମସ୍ତ ଗ୍ରାମ ସେମାନଙ୍କର ଥିଲା। ଏହିସବୁ ସେମାନଙ୍କର ନିବାସ ସ୍ଥାନ ଓ ସେମାନଙ୍କ ନିଜର ବଂଶାବଳୀ ଅଛି।

34ଆଉ, ମଶୋବବ୍‍, ଯମ୍ଲେକ ଓ ଅମତ୍‍ସୀୟର ପୁତ୍ର ଯୋଶ

35ଓ ଯୋୟେଲ, ପୁଣି, ଅସୀୟେଲର ପ୍ରପୌତ୍ର ସରାୟର ପୌତ୍ର ଯୋଶିବିୟର ପୁତ୍ର ଯେହୂ;

36ଇଲୀୟୋଐନୟ, ଯାକୋବା, ଯିଶୋହାୟ, ଅସାୟ, ଅଦୀୟେଲ, ଯିଶୀମିୟେଲ ଓ ବନାୟ;

37ଆଉ, ଶମୟୀୟର ଅତି ବୃଦ୍ଧ ପ୍ରପୌତ୍ର ଶିମ୍ରିର ବୃଦ୍ଧ ପ୍ରପୌତ୍ର ଯିଦାୟର ପ୍ରପୌତ୍ର ଆଲୋନର ପୌତ୍ର ଶିଫିୟିର ପୁତ୍ର ସୀଷଃ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.