ପ୍ରଥମ ବଂଶାବଳୀ 5

ପୁଣି, ପୂର୍ବ ଦିଗରେ ସେ ଫରାତ୍‍ ନଦୀଠାରୁ ପ୍ରାନ୍ତର-ପ୍ରବେଶ-ସ୍ଥାନ ପର୍ଯ୍ୟନ୍ତ ବାସ କଲା; କାରଣ ଗିଲୀୟଦ ଦେଶରେ ସେମାନଙ୍କ ପଶୁଗଣ ବୃଦ୍ଧି ପାଇଥିଲେ।

1 Chronicles 5:9 (UKJV) And eastward he inhabited unto the entering in of the wilderness from the river Euphrates: because their cattle were multiplied in the land of Gilead.

7ଯେତେବେଳେ ସେମାନଙ୍କ ବଂଶାବଳୀ ଲେଖାଗଲା, ସେତେବେଳେ ଆପଣା ଆପଣା ଗୋଷ୍ଠୀ ଅନୁସାରେ ଏହାର ଏହି ଭ୍ରାତୃଗଣ ଥିଲେ; ପ୍ରଧାନ ଯିୟୀୟେଲ୍‍ ଓ ଜିଖରୀୟ

8ଓ ଯୋୟେଲର ପ୍ରପୌତ୍ର ଶେମାର ପୌତ୍ର ଆସସ୍‍ର ପୁତ୍ର ବେଲା, ସେ ଅରୋୟେର ଓ ନବୋ ଓ ବାଲ୍‍-ମୀୟୋନ୍‍ ପର୍ଯ୍ୟନ୍ତ ବାସ କଲା।

9ପୁଣି, ପୂର୍ବ ଦିଗରେ ସେ ଫରାତ୍‍ ନଦୀଠାରୁ ପ୍ରାନ୍ତର-ପ୍ରବେଶ-ସ୍ଥାନ ପର୍ଯ୍ୟନ୍ତ ବାସ କଲା; କାରଣ ଗିଲୀୟଦ ଦେଶରେ ସେମାନଙ୍କ ପଶୁଗଣ ବୃଦ୍ଧି ପାଇଥିଲେ।

10ପୁଣି, ଶାଉଲଙ୍କର ସମୟରେ ସେମାନେ ହାଗରୀୟମାନଙ୍କ ସହିତ ଯୁଦ୍ଧ କରନ୍ତେ, ହାଗରୀୟମାନେ ସେମାନଙ୍କ ହସ୍ତରେ ପତିତ ହେଲେ; ତହୁଁ ଏମାନେ ସେମାନଙ୍କ ତମ୍ବୁରେ ଗିଲୀୟଦ ଦେଶର ପୂର୍ବ ଦିଗରେ ସର୍ବତ୍ର ବାସ କଲେ।

11ପୁଣି, ଗାଦ୍‍ର ସନ୍ତାନଗଣ ସେମାନଙ୍କ ସମ୍ମୁଖରେ ସଲଖା ପର୍ଯ୍ୟନ୍ତ ବାଶନ ଦେଶରେ ବାସ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.