9ଅହୀମାସ୍ ଅସରୀୟକୁ ଜାତ କଲା, ଅସରୀୟ ଯୋହାନନ୍କୁ ଜାତ କଲା;
10ଆଉ ଯୋହାନନ୍ ଅସରୀୟକୁ ଜାତ କଲା, ଏହି ଅସରୀୟ ଯିରୂଶାଲମରେ ଶଲୋମନ ନିର୍ମିତ ମନ୍ଦିରରେ ଯାଜକ କର୍ମ କଲା।
11ଅସରୀୟ ଅମରୀୟକୁ ଜାତ କଲା, ଅମରୀୟ ଅହୀଟୂବ୍କୁ ଜାତ କଲା;
12ପୁଣି, ଅହୀଟୂବ୍ ସାଦୋକକୁ ଜାତ କଲା, ସାଦୋକ ଶଲ୍ଲୁମ୍କୁ ଜାତ କଲା;
13ଶଲ୍ଲୁମ୍ ହିଲ୍କୀୟକୁ ଜାତ କଲା, ହିଲ୍କୀୟ ଅସରୀୟକୁ ଜାତ କଲା;