ପ୍ରଥମ ବଂଶାବଳୀ 6

ପୁଣି, ଅହୀଟୂବ୍‍ ସାଦୋକକୁ ଜାତ କଲା, ସାଦୋକ ଶଲ୍ଲୁମ୍‍କୁ ଜାତ କଲା;

1 Chronicles 6:12 (UKJV) And Ahitub brings forth Zadok, and Zadok brings forth Shallum,

10ଆଉ ଯୋହାନନ୍‍ ଅସରୀୟକୁ ଜାତ କଲା, ଏହି ଅସରୀୟ ଯିରୂଶାଲମରେ ଶଲୋମନ ନିର୍ମିତ ମନ୍ଦିରରେ ଯାଜକ କର୍ମ କଲା।

11ଅସରୀୟ ଅମରୀୟକୁ ଜାତ କଲା, ଅମରୀୟ ଅହୀଟୂବ୍‍କୁ ଜାତ କଲା;

12ପୁଣି, ଅହୀଟୂବ୍‍ ସାଦୋକକୁ ଜାତ କଲା, ସାଦୋକ ଶଲ୍ଲୁମ୍‍କୁ ଜାତ କଲା;

13ଶଲ୍ଲୁମ୍‍ ହିଲ୍‍କୀୟକୁ ଜାତ କଲା, ହିଲ୍‍କୀୟ ଅସରୀୟକୁ ଜାତ କଲା;

14ଆଉ ଅସରୀୟ ସରାୟକୁ ଜାତ କଲା ଓ ସରାୟ ଯିହୋଷାଦକଙ୍କୁ ଜାତ କଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.