14ଆଉ ଅସରୀୟ ସରାୟକୁ ଜାତ କଲା ଓ ସରାୟ ଯିହୋଷାଦକଙ୍କୁ ଜାତ କଲା।
15ପୁଣି, ସଦାପ୍ରଭୁ ନବୂଖଦ୍ନିତ୍ସରର ହସ୍ତ ଦ୍ୱାରା ଯିହୁଦା ଓ ଯିରୂଶାଲମକୁ ନିର୍ବାସନ କରିବା ସମୟରେ ଏହି ଯିହୋଷାଦକ ବନ୍ଦୀ ହୋଇଗଲା।
16ଲେବୀର ପୁତ୍ର ଗେର୍ଶୋମ, କହାତ ଓ ମରାରି ଥିଲେ।
17ଗେର୍ଶୋମର ପୁତ୍ରମାନଙ୍କ ନାମ ଲିବ୍ନି ଓ ଶିମୀୟି।
18କହାତର ପୁତ୍ର ଅମ୍ରାମ୍, ଯିଷ୍ହର, ହିବ୍ରୋଣ ଓ ଉଷୀୟେଲ।