ପ୍ରଥମ ବଂଶାବଳୀ 6

ଗେର୍ଶୋମର ପୁତ୍ରମାନଙ୍କ ନାମ ଲିବ୍‍ନି ଓ ଶିମୀୟି।

1 Chronicles 6:17 (UKJV) And these be the names of the sons of Gershom; Libni, and Shimei.

15ପୁଣି, ସଦାପ୍ରଭୁ ନବୂଖଦ୍‍ନିତ୍ସରର ହସ୍ତ ଦ୍ୱାରା ଯିହୁଦା ଓ ଯିରୂଶାଲମକୁ ନିର୍ବାସନ କରିବା ସମୟରେ ଏହି ଯିହୋଷାଦକ ବନ୍ଦୀ ହୋଇଗଲା।

16ଲେବୀର ପୁତ୍ର ଗେର୍ଶୋମ, କହାତ ଓ ମରାରି ଥିଲେ।

17ଗେର୍ଶୋମର ପୁତ୍ରମାନଙ୍କ ନାମ ଲିବ୍‍ନି ଓ ଶିମୀୟି।

18କହାତର ପୁତ୍ର ଅମ୍ରାମ୍‍, ଯିଷ୍‍ହର, ହିବ୍ରୋଣ ଓ ଉଷୀୟେଲ।

19ମରାରିର ପୁତ୍ର ମହଲି ଓ ମୂଶି; ଆଉ ଆପଣା ଆପଣା ପିତୃବଂଶାନୁସାରେ ଏସମସ୍ତେ ଲେବୀୟ ଗୋଷ୍ଠୀ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.