16ଲେବୀର ପୁତ୍ର ଗେର୍ଶୋମ, କହାତ ଓ ମରାରି ଥିଲେ।
17ଗେର୍ଶୋମର ପୁତ୍ରମାନଙ୍କ ନାମ ଲିବ୍ନି ଓ ଶିମୀୟି।
18କହାତର ପୁତ୍ର ଅମ୍ରାମ୍, ଯିଷ୍ହର, ହିବ୍ରୋଣ ଓ ଉଷୀୟେଲ।
19ମରାରିର ପୁତ୍ର ମହଲି ଓ ମୂଶି; ଆଉ ଆପଣା ଆପଣା ପିତୃବଂଶାନୁସାରେ ଏସମସ୍ତେ ଲେବୀୟ ଗୋଷ୍ଠୀ।
20ଗେର୍ଶୋମର (ସନ୍ତାନ); ତାହାର ପୁତ୍ର ଲିବ୍ନି, ତାହାର ପୁତ୍ର ଯହତ୍, ତାହାର ପୁତ୍ର ସିମ୍ମ;