23ତାହାର ପୁତ୍ର ଇଲ୍କାନା, ତାହାର ପୁତ୍ର ଅବୀୟାସଫ, ତାହାର ପୁତ୍ର ଅସୀର;
24ତାହାର ପୁତ୍ର ତହତ, ତାହାର ପୁତ୍ର ଊରୀୟେଲ, ତାହାର ପୁତ୍ର ଉଷୀୟ, ତାହାର ପୁତ୍ର ଶୌଲ।
25ଇଲ୍କାନାର ସନ୍ତାନ ଅମାସୟ ଓ ଅହୀମୋତ୍।
26ଇଲ୍କାନା; ଇଲ୍କାନାର ସନ୍ତାନ; ତାହାର ପୁତ୍ର ସୋଫୀ, ତାହାର ପୁତ୍ର ନହତ୍;
27ତାହାର ପୁତ୍ର ଇଲୀୟାବ୍, ତାହାର ପୁତ୍ର ଯିରୋହମ, ତାହାର ପୁତ୍ର ଇଲ୍କାନା।