ପ୍ରଥମ ବଂଶାବଳୀ 6

ତାହାର ପୁତ୍ର ଇଲୀୟାବ୍‍, ତାହାର ପୁତ୍ର ଯିରୋହମ, ତାହାର ପୁତ୍ର ଇଲ୍‍କାନା।

1 Chronicles 6:27 (UKJV) Eliab his son, Jeroham his son, Elkanah his son.

25ଇଲ୍‍କାନାର ସନ୍ତାନ ଅମାସୟ ଓ ଅହୀମୋତ୍‍।

26ଇଲ୍‍କାନା; ଇଲ୍‍କାନାର ସନ୍ତାନ; ତାହାର ପୁତ୍ର ସୋଫୀ, ତାହାର ପୁତ୍ର ନହତ୍‍;

27ତାହାର ପୁତ୍ର ଇଲୀୟାବ୍‍, ତାହାର ପୁତ୍ର ଯିରୋହମ, ତାହାର ପୁତ୍ର ଇଲ୍‍କାନା।

28ଶାମୁୟେଲଙ୍କର ସନ୍ତାନ; ପ୍ରଥମଜାତ ଯୋୟେଲ ଓ ଦ୍ୱିତୀୟ ଅବୀୟ।

29ମରାରିର ସନ୍ତାନ ମହଲି, ତାହାର ପୁତ୍ର ଲିବ୍‍ନି, ତାହାର ପୁତ୍ର ଶିମୀୟି, ତାହାର ପୁତ୍ର ଉଷଃ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.