74ଆଉ ଆଶେର-ବଂଶଠାରୁ ତଳିଭୂମି ସହିତ ମଶାଲ୍, ତଳିଭୂମି ସହିତ ଅବଦୋନ୍;
75ତଳିଭୂମି ସହିତ ହୁକ୍କୋକ୍ ଓ ତଳିଭୂମି ସହିତ ରହୋବ;
76ଆଉ ନପ୍ତାଲି-ବଂଶଠାରୁ ତଳିଭୂମି ସହିତ ଗାଲିଲୀସ୍ଥ କେଦଶ, ତଳିଭୂମି ସହିତ ହମ୍ମୋନ ଓ ତଳିଭୂମି ସହିତ କିରୀୟାଥୟିମ ଦିଆଗଲା।
77ମରାରି-ସନ୍ତାନଗଣର ଅବଶିଷ୍ଟ ଲେବୀୟମାନଙ୍କୁ ସବୂଲୂନ-ବଂଶଠାରୁ ତଳିଭୂମି ସହିତ ରିମ୍ମୋନ୍, ତଳିଭୂମି ସହିତ ତାବୋର୍ ଦିଆଗଲା।
78ଆଉ ଯର୍ଦ୍ଦନର ସେପାରି ଯିରୀହୋ ନିକଟରେ ଯର୍ଦ୍ଦନର ପୂର୍ବ ଦିଗରେ ରୁବେନ୍-ବଂଶଠାରୁ ତଳିଭୂମି ସହିତ ପ୍ରାନ୍ତରସ୍ଥ ବେତ୍ସର ଓ ତଳିଭୂମି ସହିତ ଯହସ