ପ୍ରଥମ ବଂଶାବଳୀ 6

ମରାରି-ସନ୍ତାନଗଣର ଅବଶିଷ୍ଟ ଲେବୀୟମାନଙ୍କୁ ସବୂଲୂନ-ବଂଶଠାରୁ ତଳିଭୂମି ସହିତ ରିମ୍ମୋନ୍‍, ତଳିଭୂମି ସହିତ ତାବୋର୍‍ ଦିଆଗଲା।

1 Chronicles 6:77 (UKJV) Unto the rest of the children of Merari were given out of the tribe of Zebulun, Rimmon with her suburbs, Tabor with her suburbs:

75ତଳିଭୂମି ସହିତ ହୁକ୍କୋକ୍‍ ଓ ତଳିଭୂମି ସହିତ ରହୋବ;

76ଆଉ ନପ୍ତାଲି-ବଂଶଠାରୁ ତଳିଭୂମି ସହିତ ଗାଲିଲୀସ୍ଥ କେଦଶ, ତଳିଭୂମି ସହିତ ହମ୍ମୋନ ଓ ତଳିଭୂମି ସହିତ କିରୀୟାଥୟିମ ଦିଆଗଲା।

77ମରାରି-ସନ୍ତାନଗଣର ଅବଶିଷ୍ଟ ଲେବୀୟମାନଙ୍କୁ ସବୂଲୂନ-ବଂଶଠାରୁ ତଳିଭୂମି ସହିତ ରିମ୍ମୋନ୍‍, ତଳିଭୂମି ସହିତ ତାବୋର୍‍ ଦିଆଗଲା।

78ଆଉ ଯର୍ଦ୍ଦନର ସେପାରି ଯିରୀହୋ ନିକଟରେ ଯର୍ଦ୍ଦନର ପୂର୍ବ ଦିଗରେ ରୁବେନ୍‍-ବଂଶଠାରୁ ତଳିଭୂମି ସହିତ ପ୍ରାନ୍ତରସ୍ଥ ବେତ୍ସର ଓ ତଳିଭୂମି ସହିତ ଯହସ

79ଓ ତଳିଭୂମି ସହିତ କଦେମୋତ୍‍ ଓ ତଳିଭୂମି ସହିତ ମେଫାତ୍‍;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.