6ଆଉ ଉଷି ସରହୀୟକୁ ଜାତ କଲା ଓ ସରହୀୟ ମରାୟୋତ୍କୁ ଜାତ କଲା;
7ମରାୟୋତ୍ ଅମରୀୟକୁ ଜାତ କଲା, ଅମରୀୟ ଅହୀଟୂବ୍କୁ ଜାତ କଲା।
8ଆଉ ଅହୀଟୂବ୍ ସାଦୋକକୁ ଜାତ କଲା, ସାଦୋକ ଅହୀମାସ୍କୁ ଜାତ କଲା;
9ଅହୀମାସ୍ ଅସରୀୟକୁ ଜାତ କଲା, ଅସରୀୟ ଯୋହାନନ୍କୁ ଜାତ କଲା;
10ଆଉ ଯୋହାନନ୍ ଅସରୀୟକୁ ଜାତ କଲା, ଏହି ଅସରୀୟ ଯିରୂଶାଲମରେ ଶଲୋମନ ନିର୍ମିତ ମନ୍ଦିରରେ ଯାଜକ କର୍ମ କଲା।