78ଆଉ ଯର୍ଦ୍ଦନର ସେପାରି ଯିରୀହୋ ନିକଟରେ ଯର୍ଦ୍ଦନର ପୂର୍ବ ଦିଗରେ ରୁବେନ୍-ବଂଶଠାରୁ ତଳିଭୂମି ସହିତ ପ୍ରାନ୍ତରସ୍ଥ ବେତ୍ସର ଓ ତଳିଭୂମି ସହିତ ଯହସ
79ଓ ତଳିଭୂମି ସହିତ କଦେମୋତ୍ ଓ ତଳିଭୂମି ସହିତ ମେଫାତ୍;
80ଆଉ ଗାଦ୍ ବଂଶଠାରୁ ତଳିଭୂମି ସହିତ ଗିଲୀୟଦସ୍ଥ ରାମୋତ୍, ତଳିଭୂମି ସହିତ ମହନୟିମ,
81ତଳିଭୂମି ସହିତ ହିଷ୍ବୋନ ଓ ତଳିଭୂମି ସହିତ ଯାସେର ଦିଆଗଲା।