31ବରୀୟର ପୁତ୍ର ହେବର ଓ ବିର୍ଷୋତର ପିତା ମଲ୍କୀୟେଲ।
32ପୁଣି, ହେବର, ଯଫ୍ଲେଟ୍, ଶୋମର, ହୋଥମ୍ ଓ ସେମାନଙ୍କ ଭଗିନୀ ଶୂୟାକୁ ଜାତ କଲା।
33ଯଫ୍ଲେଟର ପୁତ୍ର ପାସକ, ବିମ୍ହଲ୍ ଓ ଅଶ୍ୱତ୍। ଏମାନେ ଯଫ୍ଲେଟ୍ର ସନ୍ତାନ।
34ଆଉ ଶେମରର ପୁତ୍ର ଅହି, ରୋହଗ, ଯିହୁବ୍ବ ଓ ଅରାମ।
35ତାହାର ଭ୍ରାତା ହେଲମର ପୁତ୍ର ଶୋଫହ, ଯିମ୍ନ, ଶେଲଶ୍ ଓ ଆମଲ।