ପ୍ରଥମ ବଂଶାବଳୀ 7

ଆଉ ଶେମରର ପୁତ୍ର ଅହି, ରୋହଗ, ଯିହୁବ୍ବ ଓ ଅରାମ।

1 Chronicles 7:34 (UKJV) And the sons of Shamer; Ahi, and Rohgah, Jehubbah, and Aram.

32ପୁଣି, ହେବର, ଯଫ୍ଲେଟ୍‍, ଶୋମର, ହୋଥମ୍‍ ଓ ସେମାନଙ୍କ ଭଗିନୀ ଶୂୟାକୁ ଜାତ କଲା।

33ଯଫ୍ଲେଟର ପୁତ୍ର ପାସକ, ବିମ୍‍ହଲ୍‍ ଓ ଅଶ୍ୱତ୍‍। ଏମାନେ ଯଫ୍ଲେଟ୍‍ର ସନ୍ତାନ।

34ଆଉ ଶେମରର ପୁତ୍ର ଅହି, ରୋହଗ, ଯିହୁବ୍ବ ଓ ଅରାମ।

35ତାହାର ଭ୍ରାତା ହେଲମର ପୁତ୍ର ଶୋଫହ, ଯିମ୍ନ, ଶେଲଶ୍‍ ଓ ଆମଲ।

36ଶୋଫହର ପୁତ୍ର ସୂହ, ହର୍ଣ୍ଣେଫର୍‍, ଶୂୟାଲ, ବେରୀ ଓ ଯିମ୍ର;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.