37ବେତ୍ସର, ହୋଦ୍, ଶମ୍ମା, ଶିଲ୍ଶ, ଯିତ୍ରନ୍ ଓ ବେରା।
38ଯେଥରର ପୁତ୍ର ଯିଫୁନ୍ନି, ପିଷ୍ପ ଓ ଅରା।
39ଆଉ ଉଲ୍ଲର ପୁତ୍ର ଆରହ, ହନ୍ନୀୟେଲ ଓ ରିତ୍ସୀୟ।
40ଏସମସ୍ତେ ଆଶେରର ସନ୍ତାନ ଓ ଆପଣା ଆପଣା ପିତୃବଂଶର ପ୍ରଧାନ, ବଛା ଓ ମହାବିକ୍ରମଶାଳୀ ଓ ଅଧିପତିମାନଙ୍କ ମଧ୍ୟରେ ପ୍ରଧାନ ଥିଲେ। ଆଉ ଯୁଦ୍ଧକାର୍ଯ୍ୟ ନିମନ୍ତେ ବଂଶାବଳୀ କ୍ରମେ ଲିଖିତ ସେମାନଙ୍କ ସଂଖ୍ୟା ଛବିଶ ହଜାର ଥିଲା।