ପ୍ରଥମ ବଂଶାବଳୀ 8

ଆଉ ଇଲ୍ପାଲର ପୁତ୍ର ଏବର ଓ ମିଶୀୟମ୍‍, ପୁଣି, ସମସ୍ତ ଉପନଗର ସମେତ ଓନୋର ଓ ଲୋଦ୍‍ର ପତ୍ତନକାରୀ ଶେମଦ୍‍,

1 Chronicles 8:12 (UKJV) The sons of Elpaal; Eber, and Misham, and Shamed, who built Ono, and Lod, with the towns thereof:

10ଯିୟୂଶ, ଶଖୀୟ ଓ ମିର୍ମକୁ ଜାତ କଲା, ଏମାନେ ତାହାର ପୁତ୍ର ଓ ପିତୃବଂଶର ପ୍ରଧାନ ଥିଲେ।

11ଆଉ ସେ ହୂଶୀମ୍‍ ଗର୍ଭରେ ଆବୀଟୂବ ଓ ଇଲ୍ପାଲକୁ ଜାତ କଲା।

12ଆଉ ଇଲ୍ପାଲର ପୁତ୍ର ଏବର ଓ ମିଶୀୟମ୍‍, ପୁଣି, ସମସ୍ତ ଉପନଗର ସମେତ ଓନୋର ଓ ଲୋଦ୍‍ର ପତ୍ତନକାରୀ ଶେମଦ୍‍,

13ବରୀୟ ଓ ଶେମା, ଏମାନେ ଅୟାଲୋନ୍‍ ନିବାସୀମାନଙ୍କର ପିତୃବଂଶର ପ୍ରଧାନ ଥିଲେ, ଆଉ ଏମାନେ ଗାଥ୍‍ ନିବାସୀମାନଙ୍କୁ ତଡ଼ି ଦେଇଥିଲେ।

14ପୁଣି, ଅହୀୟୋ, ଶାଶକ୍‍, ଯେରେମୋତ୍‍,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.