12ଆଉ ଇଲ୍ପାଲର ପୁତ୍ର ଏବର ଓ ମିଶୀୟମ୍, ପୁଣି, ସମସ୍ତ ଉପନଗର ସମେତ ଓନୋର ଓ ଲୋଦ୍ର ପତ୍ତନକାରୀ ଶେମଦ୍,
13ବରୀୟ ଓ ଶେମା, ଏମାନେ ଅୟାଲୋନ୍ ନିବାସୀମାନଙ୍କର ପିତୃବଂଶର ପ୍ରଧାନ ଥିଲେ, ଆଉ ଏମାନେ ଗାଥ୍ ନିବାସୀମାନଙ୍କୁ ତଡ଼ି ଦେଇଥିଲେ।
14ପୁଣି, ଅହୀୟୋ, ଶାଶକ୍, ଯେରେମୋତ୍,
15ସବଦୀୟ, ଅରାଦ, ଏଦର,
16ମୀଖାୟେଲ, ଯିଶ୍ପା, ଯୋହା ବରୀୟର ପୁତ୍ର ଥିଲେ;