33ନେର୍ କୀଶ୍କୁ ଜାତ କଲା, କୀଶ୍ ଶାଉଲଙ୍କୁ ଜାତ କଲା, ଶାଉଲ ଯୋନାଥନ, ମଲ୍କୀଶୂୟ, ଅବୀନାଦବ ଓ ଇଶ୍ବାଲକୁ ଜାତ କଲେ।
34ପୁଣି, ମରୀବ୍ବାଲ୍ ଯୋନାଥନର ପୁତ୍ର ଥିଲା ଓ ମରୀବ୍ବାଲ୍ ମୀଖାକୁ ଜାତ କଲା।
35ମୀଖାର ପୁତ୍ର ପିଥୋନ୍, ମେଲକ୍, ତରେୟ ଓ ଆହସ୍।
36ଆଉ, ଆହସ୍ ଯିହୋୟାଦାକୁ ଜାତ କଲା, ପୁଣି, ଯିହୋୟାଦା ଆଲେମତ୍, ଅସ୍ମାବତ୍, ସିମ୍ରିକୁ ଜାତ କଲା ଓ ସିମ୍ରି ମୋତ୍ସାକୁ ଜାତ କଲା।
37ମୋତ୍ସା ବିନୀୟାକୁ ଜାତ କଲା, ତାହାର ପୁତ୍ର ରାଫା, ତାହାର ପୁତ୍ର ଇଲୀୟାସା, ତାହାର ପୁତ୍ର ଆତ୍ସେଲ;