5ଗେରା, ଶଫୂଫନ୍ ଓ ହୂରମ୍।
6ଏହୂଦର ପୁତ୍ରଗଣ ଏହି; ଏମାନେ ଗେବା ନିବାସୀମାନଙ୍କ ପିତୃବଂଶର ପ୍ରଧାନ ଥିଲେ, ଏମାନେ ବନ୍ଦୀ ହୋଇ ମାନହତ୍କୁ ନିଆଯାଇଥିଲେ।
7ଆଉ ସେ ନାମାନ୍, ଅହୀୟ, ଗେରାକୁ ବନ୍ଦୀ କରି ନେଇଗଲା ଓ ସେ ଉଷ ଓ ଅହୀହୂଦ୍କୁ ଜାତ କଲା।
8ପୁଣି, ସେ ସେମାନଙ୍କୁ ବିଦାୟ କଲା ଉତ୍ତାରେ ଶହରୟିମ୍ ମୋୟାବ-ପଦାରେ ସନ୍ତାନମାନଙ୍କୁ ଜାତ କଲା; ହୂଶୀମ୍ ଓ ବାରା ତାହାର ଭାର୍ଯ୍ୟା ଥିଲେ।
9ପୁଣି, ସେ ଆପଣା ଭାର୍ଯ୍ୟା ହୋଦଶ୍ର ଗର୍ଭରେ ଯୋବବ୍, ସିବୀୟ, ମେଶା ଓ ମଲକମ୍,