ପ୍ରଥମ ବଂଶାବଳୀ 9

ଗଦୋର, ଅହୀୟୋ, ଜିଖରୀୟ ଓ ମିକ୍ଲୋତ୍‍।

1 Chronicles 9:37 (UKJV) And Gedor, and Ahio, and Zechariah, and Mikloth.

35ଆଉ ଗିବୀୟୋନ୍‍ର ପିତା ଯିୟୀୟେଲ୍‍ ଗିବୀୟୋନ୍‍ରେ ବାସ କଲା, ତାହାର ଭାର୍ଯ୍ୟାର ନାମ ମାଖା;

36ତାହାର ପ୍ରଥମଜାତ ପୁତ୍ର ଅବ୍‍ଦୋନ୍‍, ତହୁଁ ସୂର୍‍, କୀଶ୍‍, ବାଲ୍‍, ନେର୍‍, ନାଦବ୍‍,

37ଗଦୋର, ଅହୀୟୋ, ଜିଖରୀୟ ଓ ମିକ୍ଲୋତ୍‍।

38ମିକ୍ଲୋତ୍‍ ଶିମୀୟାମକୁ ଜାତ କଲା। ଏମାନେ ମଧ୍ୟ ଆପଣା ଭ୍ରାତୃଗଣ ସମ୍ମୁଖରେ ଯିରୂଶାଲମରେ ଆପଣା ଭ୍ରାତୃଗଣ ସହିତ ବାସ କଲେ।

39ନେର୍‍ କୀଶ୍‍କୁ ଜାତ କଲା, କୀଶ୍‍ ଶାଉଲଙ୍କୁ ଜାତ କଲା, ଶାଉଲ ଯୋନାଥନ, ମଲ୍‍କୀଶୂୟ, ଅବୀନାଦବ ଓ ଇଶ୍‍ବାଲକୁ ଜାତ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.