36ତାହାର ପ୍ରଥମଜାତ ପୁତ୍ର ଅବ୍ଦୋନ୍, ତହୁଁ ସୂର୍, କୀଶ୍, ବାଲ୍, ନେର୍, ନାଦବ୍,
37ଗଦୋର, ଅହୀୟୋ, ଜିଖରୀୟ ଓ ମିକ୍ଲୋତ୍।
38ମିକ୍ଲୋତ୍ ଶିମୀୟାମକୁ ଜାତ କଲା। ଏମାନେ ମଧ୍ୟ ଆପଣା ଭ୍ରାତୃଗଣ ସମ୍ମୁଖରେ ଯିରୂଶାଲମରେ ଆପଣା ଭ୍ରାତୃଗଣ ସହିତ ବାସ କଲେ।
39ନେର୍ କୀଶ୍କୁ ଜାତ କଲା, କୀଶ୍ ଶାଉଲଙ୍କୁ ଜାତ କଲା, ଶାଉଲ ଯୋନାଥନ, ମଲ୍କୀଶୂୟ, ଅବୀନାଦବ ଓ ଇଶ୍ବାଲକୁ ଜାତ କଲେ।
40ପୁଣି, ମରୀବ୍ବାଲ୍ ଯୋନାଥନର ପୁତ୍ର ଥିଲା ଓ ମରୀବ୍ବାଲ୍ ମୀଖାକୁ ଜାତ କଲା।