୧ କରିନ୍ଥୀୟ 11

ତୁମ୍ଭେମାନେ ନିଜେ ନିଜେ ବିଚାର କର, ମସ୍ତକ ଆଚ୍ଛାଦନ ନ କରି ଈଶ୍ବରଙ୍କ ନିକଟରେ ପ୍ରାର୍ଥନା କରିବା ସ୍ତ୍ରୀ ପକ୍ଷରେ କଅଣ ଉପଯୁକ୍ତ?

1 Corinthians 11:13 (UKJV) Judge in yourselves: is it comely that a woman pray unto God uncovered?

11ତଥାପି ପ୍ରଭୁଙ୍କଠାରେ ପୁରୁଷଠାରୁ ସ୍ତ୍ରୀ ସ୍ୱତନ୍ତ୍ର ନୁହେଁ କିମ୍ବା ସ୍ତ୍ରୀଠାରୁ ପୁରୁଷ ସ୍ୱତନ୍ତ୍ର ନୁହେଁ। କାରଣ ସ୍ତ୍ରୀ ଯେପରି ପୁରୁଷଠାରୁ ଉତ୍ପନ୍ନ,

12ପୁରୁଷ ମଧ୍ୟ ସେହିପରି ସ୍ତ୍ରୀ ଦ୍ୱାରା ଉତ୍ପନ୍ନ କିନ୍ତୁ ସମସ୍ତ ବିଷୟ ଈଶ୍ବରଙ୍କଠାରୁ ଉତ୍ପନ୍ନ।

13ତୁମ୍ଭେମାନେ ନିଜେ ନିଜେ ବିଚାର କର, ମସ୍ତକ ଆଚ୍ଛାଦନ ନ କରି ଈଶ୍ବରଙ୍କ ନିକଟରେ ପ୍ରାର୍ଥନା କରିବା ସ୍ତ୍ରୀ ପକ୍ଷରେ କଅଣ ଉପଯୁକ୍ତ?

14ପ୍ରକୃତି ନିଜେ କି ତୁମ୍ଭମାନଙ୍କୁ ଶିକ୍ଷା ଦିଏ ନାହିଁ ଯେ, ପୁରୁଷ ଦୀର୍ଘ କେଶ ରଖିଲେ ତାହା ପକ୍ଷରେ ତାହା ଅପମାନଜନକ,

15କିନ୍ତୁ ସ୍ତ୍ରୀ ଦୀର୍ଘ କେଶ ରଖିଲେ ତାହା ପକ୍ଷରେ ତାହା ଗୌରବଜନକ? କାରଣ ଆବରଣ ସ୍ୱରୂପେ ତାହାର କେଶ ତାହାକୁ ଦିଆଯାଇଅଛି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.