29ସମସ୍ତେ କି ପ୍ରେରିତ? ସମସ୍ତେ କି ଭାବବାଦୀ? ସମସ୍ତେ କି ଶିକ୍ଷକ? ସମସ୍ତେ କି ଶକ୍ତିର କାର୍ଯ୍ୟସାଧକ?
30ସମସ୍ତେ କି ଆରୋଗ୍ୟ କରିବାର ଶକ୍ତି ପାଇଅଛନ୍ତି? ସମସ୍ତେ କି ପରଭାଷାରେ କଥା କହନ୍ତି? ସମସ୍ତେ କି ଭାଷାର ଅର୍ଥ କରନ୍ତି?
31କିନ୍ତୁ ଶ୍ରେଷ୍ଠ ଦାନସମସ୍ତ ପାଇବା ନିମନ୍ତେ ଏକାନ୍ତ ଚେଷ୍ଟା କର। ଅଧିକନ୍ତୁ ମୁଁ ତୁମ୍ଭମାନଙ୍କୁ ଗୋଟିଏ ଉତ୍କୃଷ୍ଟତର ପଥ ଦେଖାଉଅଛି।