୧ କରିନ୍ଥୀୟ 15

ଅତଏବ, ହେ ମୋହର ପ୍ରିୟ ଭାଇମାନେ, ପ୍ରଭୁଙ୍କ ସେବାରେ ତୁମ୍ଭମାନଙ୍କ ପରିଶ୍ରମ ନିଷ୍ଫଳ ନୁହେଁ, ଏହା ଜାଣି ପ୍ରଭୁଙ୍କ କାର୍ଯ୍ୟରେ ସୁସ୍ଥିର ଓ ଅଟଳ ରହି ସର୍ବଦା ଅଧିକରୁ ଅଧିକତର ଯତ୍ନବାନ ହୁଅ।

1 Corinthians 15:58 (UKJV) Therefore, my beloved brethren, be all of you steadfast, immoveable, always abounding in the work of the Lord, forasmuch as all of you know that your labour is not in vain in the Lord.

56ମୃତ୍ୟୁର ନାହୁଡ଼ ପାପ, ଆଉ ପାପର ବଳ ମୋଶାଙ୍କ ବ୍ୟବସ୍ଥା;

57କିନ୍ତୁ ଯେଉଁ ଈଶ୍ବର ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆମ୍ଭମାନଙ୍କୁ ଜୟ ପ୍ରଦାନ କରନ୍ତି, ତାହାଙ୍କର ଧନ୍ୟବାଦ ହେଉ।

58ଅତଏବ, ହେ ମୋହର ପ୍ରିୟ ଭାଇମାନେ, ପ୍ରଭୁଙ୍କ ସେବାରେ ତୁମ୍ଭମାନଙ୍କ ପରିଶ୍ରମ ନିଷ୍ଫଳ ନୁହେଁ, ଏହା ଜାଣି ପ୍ରଭୁଙ୍କ କାର୍ଯ୍ୟରେ ସୁସ୍ଥିର ଓ ଅଟଳ ରହି ସର୍ବଦା ଅଧିକରୁ ଅଧିକତର ଯତ୍ନବାନ ହୁଅ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.